Proverbs 31:5 — Compare Translations
5 translations compared side by side
Odia - 1840
"ଯଦି ସମାନେେ ପାନ କରନ୍ତି, ସମାନେେ ସବୁ ନିଯମ ଭୁଲି ୟାଆନ୍ତି ଏବଂ ଗରୀବ ଲୋକମାନଙ୍କ ବିପକ୍ଷ ରେ ନ୍ଯାଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେମାନେ ପାନ କରନ୍ତି, ସେମାନେ ସବୁ ନିୟମ ଭୁଲି ଯାଆନ୍ତି ଏବଂ ଗରିବ ଲୋକମାନଙ୍କ ବିପକ୍ଷରେ ନ୍ୟାୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ।