Proverbs 31:7 — Compare Translations
5 translations compared side by side
Odia - 1840
"ସେ ଲୋକ ପାନକରି ଆପଣା ଦରିଦ୍ରତା ପାଶୋରନ୍ତୁ ଏବଂ ଆପଣା କ୍ଲେଶ ଭୁଲି ୟାଆନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକ ପାନକରି ଆପଣା ଦରିଦ୍ରତା ପାଶୋରନ୍ତୁ ଏବଂ ଆପଣା କ୍ଳେଶ ଭୁଲି ଯାଆନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ।
Odia IRV 2017 (ଓଡିଆ ବାଇବେଲ)
ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ।