Proverbs 31:8 — Compare Translations
5 translations compared side by side
Odia - 1840
"ତୁମ୍ଭର ପାଟି ଫିଟାଅ ଓ ସମାନଙ୍କେ ପାଇଁ କୁହ, ଯେଉଁମାନେ ସମାନଙ୍କେ ପାଇଁ କହିପାରିବେ ନାହିଁ, କଷ୍ଟ ରେ ଥିବା ଲୋକମାନଙ୍କର ଅଧିକାର ପାଇଁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପାଟି ଫିଟାଅ ଓ ସେମାନଙ୍କ ପାଇଁ କୁହ, ଯେଉଁମାନେ ସେମାନଙ୍କ ପାଇଁ କହିପାରିବେ ନାହିଁ, କଷ୍ଟରେ ଥିବା ଲୋକମାନଙ୍କର ଅଧିକାର ପାଇଁ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।
Odia IRV 2017 (ଓଡିଆ ବାଇବେଲ)
ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ।