Proverbs 4:1 — Compare Translations

5 translations compared side by side

Odia - 1840
"ହେ ପୁତ୍ରଗଣ, ତୁମ୍ଭ ପିତାଙ୍କ ଉପଦେଶ ଶୁଣ। ବୁଝାମଣା ଲାଭ କରିବା ପାଇଁ ନିଜକୁ ଅଭିନିବେଶ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର ।
Odia Bible ERV 2004 (ପବିତ୍ର ବାଇବଲ)
A Father’s Advice About Wisdom ହେ ପୁତ୍ରଗଣ, ତୁମ୍ଭ ପିତାଙ୍କ ଉପଦେଶ ଶୁଣ। ବୁଝାମଣା ଲାଭ କରିବା ପାଇଁ ନିଜକୁ ଅଭିନିବେଶ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର।