Proverbs 4:10 — Compare Translations

5 translations compared side by side

Odia - 1840
"ହେ ମାରେ ପୁତ୍ର, ମାରେକଥା ଶୁଣ, ମାରେ କଥାମାନ ଗ୍ରହଣ କର, ତହିଁରେ ତୁମ୍ଭେ ଦୀର୍ଘାଯୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ଶୁଣ, ମୋʼ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପୁତ୍ର, ମୋର କଥା ଶୁଣ, ମୋର କଥାମାନ ଗ୍ରହଣ କର, ତହିଁରେ ତୁମ୍ଭେ ଦୀର୍ଘାୟୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ଶୁଣ, ମୋʼ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ଶୁଣ, ମୋ’ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।