Proverbs 4:11 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ଜ୍ଞାନ ମାର୍ଗ ରେ ପରିଚାଳିତ କରୁଛି। ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଜ୍ଞାନ ମାର୍ଗରେ ପରିଗ୍ଭଳିତ କରୁଛି। ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି।