Proverbs 4:12 — Compare Translations
5 translations compared side by side
Odia - 1840
"ତୁମ୍ଭେ ଗଲା ବେଳେ ତୁମ୍ଭର ପାଦ ଫାନ୍ଦ ରେ ପଡ଼ିବ ନାହିଁ, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟି ପଡ଼ିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଗଲାବେଳେ ତୁମ୍ଭର ପାଦ ଫାନ୍ଦରେ ପଡ଼ିବ ନାହିଁ, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟି ପଡ଼ିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ।