Proverbs 4:13 — Compare Translations
5 translations compared side by side
Odia - 1840
"ଉପଦେଶମାନ ଦୃଢ଼ତା ରେ ଗ୍ରହଣ କର। ତାହାକୁ ପରିତ୍ଯାଗ କର ନାହିଁ। ଏହା ଉପ ରେ ନଜର ରଖ, କାରଣ ତାହା ତୁମ୍ଭର ଜୀବନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ି ଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ ।
Odia Bible ERV 2004 (ପବିତ୍ର ବାଇବଲ)
ଉପଦେଶମାନ ଦୃଢ଼ତାରେ ଗ୍ରହଣ କର। ତାହାକୁ ପରିତ୍ୟାଗ କର ନାହିଁ। ଏହା ଉପରେ ନଜର ରଖ, କାରଣ ତାହା ତୁମ୍ଭର ଜୀବନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ିଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।
Odia IRV 2017 (ଓଡିଆ ବାଇବେଲ)
ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ି ଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।