Proverbs 4:14 — Compare Translations

5 translations compared side by side

Odia - 1840
"ମନ୍ଦ ଲୋକମାନଙ୍କର ପଥ ଅନୁସରଣ କର ନାହିଁ। ସମାନଙ୍କେ ପରି ବାସ କର ନାହିଁ। ସମାନଙ୍କେ ପରି ହବୋକୁ ଚେଷ୍ଟା କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାପୀମାନଙ୍କ ପଥ ମଧ୍ୟରେ ପଶ ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦ ଲୋକମାନଙ୍କର ପଥ ଅନୁସରଣ କର ନାହିଁ। ସେମାନଙ୍କ ପରି ବାସ କର ନାହିଁ। ସେମାନଙ୍କ ପରି ହେବାକୁ ଚେଷ୍ଟା କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟ ଲୋକମାନଙ୍କ ବାଟରେ ଚାଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ।