Proverbs 4:15 — Compare Translations
5 translations compared side by side
Odia - 1840
"ସମାନଙ୍କେ ପଥରୁ ଦୂ ରଇେ ରୁହ, ତହିଁର ନିକଟକୁ ୟାଅ ନାହିଁ। ତହିଁରୁ ବିମୁଖ ହାଇେ ଚାଲିୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ପଥରୁ ଦୂରେଇ ରୁହ, ତହିଁର ନିକଟକୁ ଯାଅ ନାହିଁ। ତହିଁରୁ ବିମୁଖ ହୋଇ ଗ୍ଭଲିଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ।
Odia IRV 2017 (ଓଡିଆ ବାଇବେଲ)
ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ।