Proverbs 4:16 — Compare Translations

5 translations compared side by side

Odia - 1840
"ମନ୍ଦ ଲୋକମାନେ ମନ୍ଦକାର୍ୟ୍ଯ ନ କଲା ପର୍ୟ୍ଯନ୍ତ ସମାନଙ୍କେୁ ନିଦ ହୁଏ ନାହିଁ। ଯଦି ସମାନେେ କାହାକୁ ଆଘାତ ନ କରନ୍ତି, ସମାନେେ ଶଯନ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦ ଲୋକମାନେ ମନ୍ଦକାର୍ଯ୍ୟ ନ କଲା ପର୍ଯ୍ୟନ୍ତ ସେମାନଙ୍କୁ ନିଦ ହୁଏ ନାହିଁ। ଯଦି ସେମାନେ କାହାକୁ ଆଘାତ ନ କରନ୍ତି, ସେମାନେ ଶୟନ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।