Proverbs 4:17 — Compare Translations
5 translations compared side by side
Odia - 1840
"ମନ୍ଦ କି ଅସତ୍ଯ କାମ କରିବା ସମାନଙ୍କେର ଖାଦ୍ୟ ଓ ପାନୀଯ! ଏହା ବ୍ଯତୀତ ସମାନେେ ବଞ୍ଚିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦ କି ଅସତ୍ୟ କାମ କରିବା ସେମାନଙ୍କର ଖାଦ୍ୟ ଓ ପାନୀୟ! ଏହା ବ୍ୟତୀତ ସେମାନେ ବଞ୍ଚିପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।