Proverbs 4:19 — Compare Translations
5 translations compared side by side
Odia - 1840
"କୁକର୍ମ ଲୋକମାନଙ୍କ ପଥ ଅନ୍ଧକାରର ରାତ୍ରି ତୁଲ୍ଯ, ସମାନେେ କାହିଁ ରେ ଝୁଣ୍ଟି ପଡ଼ନ୍ତି, ତାହା ସମାନେେ ଜାଣନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କୁକର୍ମ ଲୋକମାନଙ୍କ ପଥ ଅନ୍ଧକାରର ରାତ୍ରି ତୁଲ୍ୟ, ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ସେମାନେ ଜାଣନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ।