Proverbs 4:2 — Compare Translations
5 translations compared side by side
Odia - 1840
"କାହିଁକି? କାରଣ ମୁଁ ତୁମ୍ଭକୁ ଉତ୍ତମ ଶିକ୍ଷା ଦେଉଅଛି। ତେଣୁ ମାରେ ଆଦେଶ ପରିତ୍ଯାଗ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ମୁଁ ତୁମ୍ଭକୁ ଉତ୍ତମ ଶିକ୍ଷା ଦେଉଅଛି। ତେଣୁ ମୋର ଆଦେଶ ପରିତ୍ୟାଗ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ।