Proverbs 4:20 — Compare Translations
5 translations compared side by side
Odia - 1840
"ହେ ମାରେ ପୁତ୍ର, ତୁମ୍ଭେ ମାରେ ବାକ୍ଯ ପ୍ରତି ଆକୃଷ୍ଟ ହୁଅ। ତୁମ୍ଭେ କର୍ଣ୍ଣ ଦଇେ ମାେ କଥା ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ମୋʼ କଥାରେ ମନୋଯୋଗ କର; ମୋʼ ବାକ୍ୟରେ କର୍ଣ୍ଣ ଡେର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପୁତ୍ର, ତୁମ୍ଭେ ମୋର ବାକ୍ୟ ପ୍ରତି ଆକୃଷ୍ଟ ହୁଅ। ତୁମ୍ଭେ କର୍ଣ୍ଣ ଦେଇ ମୋ’ କଥା ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ମୋʼ କଥାରେ ମନୋଯୋଗ କର; ମୋʼ ବାକ୍ୟରେ କର୍ଣ୍ଣ ଡେର।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ମୋ’ କଥାରେ ମନୋଯୋଗ କର; ମୋ’ ବାକ୍ୟରେ କର୍ଣ୍ଣ ଡେର।