Proverbs 4:21 — Compare Translations

5 translations compared side by side

Odia - 1840
"ମାରେ ବାକ୍ଯ ପ୍ରତି ବିମୁଖ ହୁଅ ନାହିଁ। ମାରେ ବାକ୍ଯସବୁ ସର୍ବଦା ସ୍ମରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯନି କରି ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ବାକ୍ୟ ପ୍ରତି ବିମୁଖ ହୁଅ ନାହିଁ। ମୋର ବାକ୍ୟସବୁ ସର୍ବଦା ସ୍ମରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ।
Odia IRV 2017 (ଓଡିଆ ବାଇବେଲ)
ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ।