Proverbs 4:22 — Compare Translations

5 translations compared side by side

Odia - 1840
"ମାରେ ବାକ୍ଯ ଯେଉଁମାନେ ଗ୍ରହଣ କରନ୍ତି, ସମାନେେ ଧନ୍ଯ। ସମାନେେ ସ୍ବଚ୍ଛତା ଦ୍ବାରା ଅଙ୍ଗକୁ ସ୍ବାସ୍ଥ୍ଯ ପ୍ରଦାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ଵାସ୍ଥ୍ୟ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ବାକ୍ୟ ଯେଉଁମାନେ ଗ୍ରହଣ କରନ୍ତି, ସେମାନେ ଧନ୍ୟ। ସେମାନେ ସ୍ୱଚ୍ଛତା ଦ୍ୱାରା ଅଙ୍ଗକୁ ସ୍ୱାସ୍ଥ୍ୟ ପ୍ରଦାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।