Proverbs 4:23 — Compare Translations

5 translations compared side by side

Odia - 1840
"ତୁମ୍ଭର ହୃଦଯକୁ ଅତି ଯତ୍ନର ସହ ପରିଚାଳିତ କର। ଯେ ହତେୁ ତହିଁରୁ ଜୀବନର ପ୍ରବାହ ଜନ୍ମ ଲାଭ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ହୃଦୟକୁ ଅତି ଯନିରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ହୃଦୟକୁ ଅତି ଯତ୍ନର ସହ ପରିଗ୍ଭଳିତ କର। ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମ ଲାଭ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।