Proverbs 4:24 — Compare Translations

5 translations compared side by side

Odia - 1840
"ତୁମ୍ଭର ମୁଖରୁ ଅସତ୍ଯ ବାକ୍ଯ ବାହାରି ନ ଆସୁ। ମିଥ୍ଯା କୁହ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ମୁଖରୁ ଅସତ୍ୟ ବାକ୍ୟ ବାହାରି ନ ଆସୁ। ମିଥ୍ୟା କୁହ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ।
Odia IRV 2017 (ଓଡିଆ ବାଇବେଲ)
ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ।