Proverbs 4:25 — Compare Translations
5 translations compared side by side
Odia - 1840
"ଲକ୍ଷ୍ଯସ୍ଥଳ ପାଇଁ ତୁମ୍ଭର ଚକ୍ଷୁଦ୍ବଯକୁ ଆଗକୁ ଦେଖିବା ପାଇଁ ରଖ, ସର୍ବଦା ସିଧା ଦେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ ।
Odia Bible ERV 2004 (ପବିତ୍ର ବାଇବଲ)
ଲକ୍ଷ୍ୟସ୍ଥଳ ପାଇଁ ତୁମ୍ଭର ଚକ୍ଷୁଦ୍ୱୟକୁ ଆଗକୁ ଦେଖିବା ପାଇଁ ରଖ, ସର୍ବଦା ସିଧା ଦେଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।