Proverbs 4:26 — Compare Translations

5 translations compared side by side

Odia - 1840
"ଧାର୍ମିକଠାରୁ ତୁମ୍ଭକୁ ଦୂ ରଇେ ନିଅ ନାହିଁ। ଜ୍ଞାନଠାରୁ ଦୂ ରଇେ ୟାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପାଦ ସଳଖ କରି ପକାଅ ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକଠାରୁ ତୁମ୍ଭକୁ ଦୂରେଇ ନିଅ ନାହିଁ। ଜ୍ଞାନଠାରୁ ଦୂରେଇ ଯାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପାଦ ସଳଖ କରି ପକାଅ ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପାଦ ସଳଖ କରି ପକାଅ ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ।