Proverbs 4:27 — Compare Translations

5 translations compared side by side

Odia - 1840
"ସଳଖପଥ ପରିତ୍ଯାଗ କର ନାହିଁ, ଯେଉଁ ପଥ ଉତ୍ତମ ଏବଂ ଠିକ୍। କିନ୍ତୁ ସର୍ବଦା ଅଧର୍ମଠାରୁ ଦୂର ରେ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦକ୍ଷିଣ କି ବାମ ହାତରେ ଫେର ନାହିଁ, ତୁମ୍ଭ ପାଦ ମନ୍ଦଠାରୁ ଦୂର କର ।
Odia Bible ERV 2004 (ପବିତ୍ର ବାଇବଲ)
ସଳଖପଥ ପରିତ୍ୟାଗ କର ନାହିଁ, ଯେଉଁ ପଥ ଉତ୍ତମ ଏବଂ ଠିକ୍। କିନ୍ତୁ ସର୍ବଦା ଅଧର୍ମଠାରୁ ଦୂରରେ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଡାହାଣ କି ବାମ ପାର୍ଶ୍ୱକୁ ଯାଅ ନାହିଁ, ପୁଣି ତୁମ୍ଭ ପାଦ ମନ୍ଦଠାରୁ ଦୂର କର।
Odia IRV 2017 (ଓଡିଆ ବାଇବେଲ)
ଡାହାଣ କି ବାମ ପାର୍ଶ୍ୱକୁ ଯାଅ ନାହିଁ, ପୁଣି ତୁମ୍ଭ ପାଦ ମନ୍ଦଠାରୁ ଦୂର କର।

Recommended Reading