Proverbs 4:3 — Compare Translations
5 translations compared side by side
Odia - 1840
"ଏକଦା ମୁଁ ମଧ୍ଯ ମାରେ ପିତାଙ୍କର ଗୋଟିଏ ପୁତ୍ର ଥିଲି। ମୁଁ ମାେ ମାଆଙ୍କର ସୁକୁମାର ଏବଂ ଏକ ବଳ ପୁତ୍ର ଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏକଦା ମୁଁ ମଧ୍ୟ ମୋର ପିତାଙ୍କର ଗୋଟିଏ ପୁତ୍ର ଥିଲି। ମୁଁ ମୋ’ ମାଙ୍କର ସୁକୁମାର ଏବଂ ଏକ ମାତ୍ର ପୁତ୍ର ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି।