Proverbs 4:5 — Compare Translations

5 translations compared side by side

Odia - 1840
"ଜ୍ଞାନ ଅର୍ଜନ କର, ସୁବିବଚେନା ଲାଭ ତହିଁରେ କର। ତାହା ଭୁଲ ନୁହେଁ, ମାେ ମୁଖରୁ ନିର୍ଗତ ବାକ୍ଯକୁ ବିମୁଖ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନ ଅର୍ଜ୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ଅର୍ଜ୍ଜନ କର, ସୁବିବେଚନା ଲାଭ ତହିଁରେ କର। ତାହା ଭୁଲ ନାହିଁ, ମୋ’ ମୁଖରୁ ନିର୍ଗତ ବାକ୍ୟକୁ ବିମୁଖ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋ’ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।