Proverbs 4:6 — Compare Translations

5 translations compared side by side

Odia - 1840
"ଜ୍ଞାନଠାରୁ ଦୂ ରଇେ ୟାଅ ନାହିଁ। ଜ୍ଞାନ ତୁମ୍ଭକୁ ସହାୟ ହବେ। ଜ୍ଞାନକୁ ଭଲ ପାଅ। ଜ୍ଞାନ ତୁମ୍ଭକୁ ନିରାପଦ ରେ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନଠାରୁ ଦୂରେଇ ଯାଅ ନାହିଁ। ଜ୍ଞାନ ତୁମ୍ଭକୁ ସହାୟ ହେବ। ଜ୍ଞାନକୁ ଭଲ ପାଅ। ଜ୍ଞାନ ତୁମ୍ଭକୁ ନିରାପଦରେ ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ।
Odia IRV 2017 (ଓଡିଆ ବାଇବେଲ)
ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ।