Proverbs 4:7 — Compare Translations
5 translations compared side by side
Odia - 1840
"ଜ୍ଞାନ ହେଉଛି ସର୍ବଶ୍ ରେଷ୍ଠ ବିଷଯ, ଏଣୁ ଜ୍ଞାନ ଲାଭ କର। ତୁମ୍ଭର ସମସ୍ତ ଲାଭ ମଧିଅରେ ସୁବିବଚେନା ଲାଭ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର ।
Odia Bible ERV 2004 (ପବିତ୍ର ବାଇବଲ)
“ଜ୍ଞାନ ହେଉଛି ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର। ତୁମ୍ଭର ସମସ୍ତ ଲାଭ ମଧ୍ୟରେ ସୁବିବେଚନା ଲାଭ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର।