Proverbs 4:8 — Compare Translations
5 translations compared side by side
Odia - 1840
"ଜ୍ଞାନକୁ ସମ୍ମାନ କର, ଏବଂ ସେ ତୁମ୍ଭକୁ ପ୍ରତିଷ୍ଠିତ କରିବ। ତୁମ୍ଭେ ଯଦି ତାହାକୁ ଆଲିଙ୍ଗନ କର, ତବେେ ସେ ତୁମ୍ଭ ନିକଟକୁ ସମ୍ମାନ ଆଣିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନକୁ ସମ୍ମାନ କର, ଏବଂ ସେ ତୁମ୍ଭକୁ ପ୍ରତିଷ୍ଠିତ କରିବ। ତୁମ୍ଭେ ଯଦି ତାହାକୁ ଆଲିଙ୍ଗନ କର, ତେବେ ସେ ତୁମ୍ଭ ନିକଟକୁ ସମ୍ମାନ ଆଣିଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)
ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ।