Proverbs 4:9 — Compare Translations
5 translations compared side by side
Odia - 1840
"ଜ୍ଞାନ ତୁମ୍ଭ ମସ୍ତକରେ ଅନୁଗ୍ରହରୂପକ ମୁକୁଟ ପିନ୍ଧାଇ ଦବେ। ସେ ତୁମ୍ଭକୁ ଶାେଭାର ମୁକୁଟ ଅର୍ପଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନ ତୁମ୍ଭ ମସ୍ତକରେ ଅନୁଗ୍ରହରୂପକ ମୁକୁଟ ପିନ୍ଧାଇ ଦେବ। ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।”
Odia IRV 2017 (ଓଡିଆ ବାଇବେଲ)
ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।”