Proverbs 5:10 — Compare Translations
5 translations compared side by side
Odia - 1840
"ଅପରିଚିତ ଲୋକମାନେ ତୁମ୍ଭ ବଳ ରେ ବଳୀଯାନ ହବେେ। ତୁମ୍ଭ ଶ୍ରମର ଫଳ ଅନ୍ୟମାନେ ଭୋଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆ ଯିବ;
Odia Bible ERV 2004 (ପବିତ୍ର ବାଇବଲ)
ଅପରିଚିତ ଲୋକମାନେ ତୁମ୍ଭ ବଳରେ ବଳୀୟାନ ହେବେ। ତୁମ୍ଭ ଶ୍ରମର ଫଳ ଅନ୍ୟମାନେ ଭୋଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆଯିବ;
Odia IRV 2017 (ଓଡିଆ ବାଇବେଲ)
କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆ ଯିବ;