Proverbs 5:11 — Compare Translations
5 translations compared side by side
Odia - 1840
"ଜୀବନର ଶଷେ ଭାଗ ରେ ତୁମ୍ଭର ମାଂସ ଓ ଶରୀର କ୍ଷଯ ପାଇବ। ତୁମ୍ଭେ ସେତବେେଳେ ବିଳାପ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,
Odia Bible ERV 2004 (ପବିତ୍ର ବାଇବଲ)
ଜୀବନର ଶେଷ ଭାଗରେ ତୁମ୍ଭର ମାଂସ ଓ ଶରୀର କ୍ଷୟ ପାଇବ। ତୁମ୍ଭେ ସେତେବେଳେ ବିଳାପ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,