Proverbs 5:12 — Compare Translations
5 translations compared side by side
Odia - 1840
"ସେତବେେଳେ ତୁମ୍ଭେ କହିବ, କାହିଁକି ମୁଁ ମାରେପିତାଙ୍କ କଥା ଶୁଣିଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା!
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ତୁମ୍ଭେ କହିବ, “କାହିଁକି ମୁଁ ମୋର ପିତାଙ୍କ କଥା ଶୁଣିଲି ନାହିଁ। ମୁଁ କାହିଁକି ମୋର ଶିକ୍ଷକମାନଙ୍କର କଥା ଶୁଣିଲି ନାହିଁ, ମୁଁ ଶାସନାଧୀନ ହେବାକୁ ମନା କଲି, ମୁଁ ନିଜକୁ ସଂଶୋଧିତ କରିବା ପାଇଁ ମନା କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କହିବ, “ମୁଁ ଉପଦେଶ କିପରି ଘୃଣା କଲି! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା!
Odia IRV 2017 (ଓଡିଆ ବାଇବେଲ)
ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା!