Proverbs 5:13 — Compare Translations

4 translations compared side by side

Odia - 1840
"ମୁଁ କାହିଁକି ମାରେ ଶିକ୍ଷକମାନଙ୍କର କଥା ଶୁଣିଲି ନାହିଁ, ମୁଁ ଶାସନାଧୀନ ହବୋକୁ ମନା କଲି, ମୁଁ ନିଜକୁ ସଂଶୋଧିତ କରିବା ପାଇଁ ମନା କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
Odia IRV 2017 (ଓଡିଆ ବାଇବେଲ)