Proverbs 5:14 — Compare Translations
5 translations compared side by side
Odia - 1840
"ଶୀଘ୍ର ମୁଁ ସବୁପ୍ରକାର ଅସୁବିଧା, ଅପମାନ, ୟନ୍ତ୍ରଣା ଜନସମାବେଶ ଆଗ ରେ ପଡ଼ିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସମାଜ ଓ ମଣ୍ତଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି ।
Odia Bible ERV 2004 (ପବିତ୍ର ବାଇବଲ)
ଶୀଘ୍ର ମୁଁ ସବୁପ୍ରକାର ଅସୁବିଧା, ଅପମାନ, ଯନ୍ତ୍ରଣା ଜନସମାବେଶ ଆଗରେ ପଡ଼ିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।”
Odia IRV 2017 (ଓଡିଆ ବାଇବେଲ)
ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି।