Proverbs 5:15 — Compare Translations

5 translations compared side by side

Odia - 1840
"ତୁମ୍ଭ ନିଜ କୂଅରୁ ଜଳପାନ କର। ତୁମ୍ଭର ଶାରୀରିକ ସମ୍ପର୍କ ତୁମ୍ଭର ସ୍ତ୍ରୀ ସହିତ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ନିଜ କୂଅରୁ ଜଳପାନ କର। ତୁମ୍ଭର ଶାରୀରିକ ସମ୍ପର୍କ ତୁମ୍ଭର ସ୍ତ୍ରୀ ସହିତ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର।