Proverbs 5:16 — Compare Translations
5 translations compared side by side
Odia - 1840
"ଯଦି ନାହିଁ, ତୁମ୍ଭର ଝରଣା ରାସ୍ତା ବାହାରକୁ ବହିୟିବ। ଅନ୍ୟମାନେ ତୁମ୍ଭର ସ୍ତ୍ରୀ ସହିତ ଶାରୀରିକ ସମ୍ପର୍କ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ନିର୍ଝର କʼଣ ବାହାରେ ଏଣେତେଣେ ବିସ୍ତାରିତ ହେବ? ଓ ରାଜଦାଣ୍ତରେ କʼଣ ଜଳସ୍ରୋତ ବହିଯିବ?
Odia Bible ERV 2004 (ପବିତ୍ର ବାଇବଲ)
ଯଦି ନାହିଁ, ତୁମ୍ଭର ଝରଣା ରାସ୍ତା ବାହାରକୁ ବହିଯିବ। ଅନ୍ୟମାନେ ତୁମ୍ଭର ସ୍ତ୍ରୀ ସହିତ ଶାରୀରିକ ସମ୍ପର୍କ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ନିର୍ଝର କʼଣ ବାହାରେ ଏଣେତେଣେ ବିସ୍ତାରିତ ହେବ? ଓ ରାଜଦାଣ୍ଡରେ କʼଣ ଜଳସ୍ରୋତ ବହିଯିବ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ନିର୍ଝର କ’ଣ ବାହାରେ ଏଣେତେଣେ ବିସ୍ତାରିତ ହେବ? ଓ ରାଜଦାଣ୍ଡରେ କ’ଣ ଜଳସ୍ରୋତ ବହିଯିବ?