Proverbs 5:18 — Compare Translations
5 translations compared side by side
Odia - 1840
"ତୁମ୍ଭର ନିର୍ଝର ଆଶୀର୍ବାଦ ରେ ପ୍ରାପ୍ତ ହେଉ। ତୁମ୍ଭେ ସହେି ସ୍ତ୍ରୀକୁ ଉପଭୋଗ କର ଯାହାକୁ ୟୌବନକାଳ ରେ ବିବାହ କରିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନକାଳର ଭାର୍ଯ୍ୟାଠାରେ ଆମୋଦ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ନିର୍ଝର ଆଶୀର୍ବାଦରେ ପ୍ରାପ୍ତ ହେଉ। ତୁମ୍ଭେ ସେହି ସ୍ତ୍ରୀକୁ ଉପଭୋଗ କର ଯାହାକୁ ଯୌବନକାଳରେ ବିବାହ କରିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନ କାଳର ଭାର୍ଯ୍ୟାଠାରେ ଆମୋଦ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନକାଳର ଭାର୍ଯ୍ୟାଠାରେ ଆମୋଦ କର।