Proverbs 5:19 — Compare Translations

5 translations compared side by side

Odia - 1840
"ସେ ପ୍ ରମେିକା ହରିଣୀ ଓ ରୂପବତୀ ବାଉଟି ପରି ତା'ର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ। ଆଉ ତା'ର ପ୍ ରମେ ରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟି ପରି ତା’ର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ। ଆଉ ତା’ର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।