Proverbs 5:2 — Compare Translations
5 translations compared side by side
Odia - 1840
"ତବେେ ତୁମ୍ଭେ ଚତୁର ହବେ ଓ ତୁମ୍ଭ ଓଷ୍ଠାଧର ଜ୍ଞାନ କଥା କହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର (କଥା) ପାଳନ କରି ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେ ଚତୁର ହେବ ଓ ତୁମ୍ଭ ଓଷ୍ଠାଧର ଜ୍ଞାନ କଥା କହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।