Proverbs 5:20 — Compare Translations
5 translations compared side by side
Odia - 1840
"ହେ ମାେ ପୁତ୍ର ପରକୀଯା ସ୍ତ୍ରୀ ଠା ରେ ପାଗଳ ହୁଅ ନାହିଁ। ବ୍ଯଭିଚାରିଣୀର ଘନିଷ୍ଠତାକୁ ଆଲିଙ୍ଗନ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋ’ ପୁତ୍ର ପରକୀୟା ସ୍ତ୍ରୀଠାରେ ପାଗଳ ହୁଅ ନାହିଁ। ବ୍ୟଭିଗ୍ଭରିଣୀର ଘନିଷ୍ଟତାକୁ ଆଲିଙ୍ଗନ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ?
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ?