Proverbs 5:21 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମନୁଷ୍ଯର ସମସ୍ତ ଗତି ଦେଖନ୍ତି। ସଦାପ୍ରଭୁ ତୁମ୍ଭର ପ୍ରେତ୍ୟକକ ପଥକୁ ସମାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମନୁଷ୍ୟର ସମସ୍ତ ଗତି ଦେଖନ୍ତି। ସଦାପ୍ରଭୁ ତୁମ୍ଭର ପ୍ରତ୍ୟେକ ପଥକୁ ସମାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି।