Proverbs 5:22 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ। ସେ ତା'ର ନିଜ ପାପ ରୂପକ ଦୌଡ଼ି ରେ ବନ୍ଧା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ। ସେ ତା’ର ନିଜ ପାପ ରୂପକ ଦୌଡ଼ିରେ ବନ୍ଧା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।