Proverbs 5:23 — Compare Translations

5 translations compared side by side

Odia - 1840
"ସେ ତା'ର ନିର୍ବୋଧତା ଦ୍ବାରା ବିପଥଗାମୀ ହବେ। ସେ ଶୃଙ୍ଖଳାର ଅଭାବ ୟୋଗୁ ମୃତ୍ଯୁବରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ଆଧିକ୍ୟରେ ଭ୍ରାନ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତା’ର ନିର୍ବୋଧତା ଦ୍ୱାରା ବିପଥଗାମୀ ହେବ। ସେ ଶୃଙ୍ଖଳାର ଅଭାବ ଯୋଗୁଁ ମୃତ୍ୟୁବରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ।