Proverbs 5:3 — Compare Translations
5 translations compared side by side
Odia - 1840
"ପର ସ୍ତ୍ରୀ ସୁନ୍ଦର ହାଇପୋ ରେ, ତା'ର ମୁଖରୁ ମଧୁର ବାକ୍ଯ ଶୁଣାୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ପର ସ୍ତ୍ରୀ ସୁନ୍ଦର ହୋଇପାରେ, ତା’ର ମୁଖରୁ ମଧୁର ବାକ୍ୟ ଶୁଣାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।