Proverbs 5:6 — Compare Translations
5 translations compared side by side
Odia - 1840
"ତା'ର ପଥ ଅନୁସରଣ କର ନାହିଁ। କାରଣ ସେ ଜାଣେ ନାହିଁ ଯେ ସେ ନିଜେ ପଥ ହରାଉଛି। ସାବଧାନ! ତୁମ୍ଭେ ଜୀବନର ପଥକୁ ଅନୁସରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ପଥ ଅନୁସରଣ କର ନାହିଁ। କାରଣ ସେ ଜାଣେ ନାହିଁ ଯେ ସେ ନିଜେ ପଥ ହରାଉଛି। ସାବଧାନ! ତୁମ୍ଭେ ଜୀବନର ପଥକୁ ଅନୁସରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।