Proverbs 5:7 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ପୁତ୍ରମାନେ, ମାରେ ବାକ୍ଯ ଶ୍ରବଣ କର। ମାରେ ବାକ୍ଯ ପାଶୋର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ମୋହର ପୁତ୍ରମାନେ, ମୋʼ କଥା ଶୁଣ ଏବଂ ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ପୁତ୍ରମାନେ, ମୋର ବାକ୍ୟ ଶ୍ରବଣ କର। ମୋର ବାକ୍ୟ ପାଶୋର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ମୋହର ପୁତ୍ରମାନେ, ମୋʼ କଥା ଶୁଣ ଏବଂ ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ମୋହର ପୁତ୍ରମାନେ, ମୋ’ କଥା ଶୁଣ ଏବଂ ମୋ’ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।