Proverbs 5:9 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ତାହା କର, ତବେେ ତୁମ୍ଭେ ପାଇବା ସମ୍ମାନ ଅନ୍ୟମାନେ ପାଇବେ। ଏବଂ ନିର୍ଦ୍ଦଯ ଲୋକମାନେ ସବୁକିଛି ନଇେଯିବେ, ଯାହା ତୁମ୍ଭେ ବର୍ଷ ସାରା କାର୍ୟ୍ଯ କରି ସଂଗ୍ରହ କରିଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ତାହା କର, ତେବେ ତୁମ୍ଭେ ପାଇବା ସମ୍ମାନ ଅନ୍ୟମାନେ ପାଇବେ। ଏବଂ ନିର୍ଦ୍ଦୟଲୋକମାନେ ସବୁକିଛି ନେଇଯିବେ, ଯାହା ତୁମ୍ଭେ ବର୍ଷ ସାରା କାର୍ଯ୍ୟ କରି ସଂଗ୍ରହ କରିଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;
Odia IRV 2017 (ଓଡିଆ ବାଇବେଲ)
କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;