Proverbs 6:10 — Compare Translations

5 translations compared side by side

Odia - 1840
"ଅଳସୁଆମାନେ କହନ୍ତି, ଆଉ ଟିକିଏ ଶାଇେବି, ଆଉ ଟିକିଏ ଢୁଳାଏ। ଆଉ ଟିକିଏ ନିଦ୍ରା ୟିବା ପାଇଁ ଭିଡ଼ିମାେଡ଼ି ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରାଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
Odia Bible ERV 2004 (ପବିତ୍ର ବାଇବଲ)
ଅଳସୁଆମାନେ କହନ୍ତି, “ଆଉ ଟିକିଏ ଶୋଇବି, ଆଉ ଟିକିଏ ଢୁଳାଏ। ଆଉ ଟିକିଏ ନିଦ୍ରା ଯିବା ପାଇଁ ଭିଡ଼ିମୋଡ଼ି ହୁଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,