Proverbs 6:11 — Compare Translations
5 translations compared side by side
Odia - 1840
"କିନ୍ତୁ ସେ ଶାଇେ ରହେ ଓ ଆଉ ଶୋଇ ରହେ। ସେ ଦରିଦ୍ରରୁ ଦରିଦ୍ରତର ହାଇୟୋଏ। ଖୁବ୍ଶୀଘ୍ର ତା'ର ଆଉ କିଛି ନ ଥାଏ। ଅଳସୁଆମୀ ଖଣ୍ଟ ପରି ତୁମ୍ଭର ସମସ୍ତ ଧନ ଏକାଥରେ ଛଡ଼ାଇ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେ ଶୋଇ ରହେ ଓ ଆଉ ଶୋଇ ରହେ। ସେ ଦରିଦ୍ରରୁ ଦରିଦ୍ରତର ହୋଇଯାଏ। ଖୁବ୍ ଶୀଘ୍ର ତା’ର ଆଉ କିଛି ନ ଥାଏ। ଅଳସୁଆମୀ ଖଣ୍ଟ ପରି ତୁମ୍ଭର ସମସ୍ତ ଧନ ଏକାଥରେ ଛଡ଼ାଇ ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।
Recommended Reading