Proverbs 6:12 — Compare Translations
5 translations compared side by side
Odia - 1840
"ପାପାଧମ ବ୍ଯକ୍ତି, ଅପରାଧୀ ମନୁଷ୍ଯ ସର୍ବଦା ମିଥ୍ଯା କଥା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାପାଧମ ବ୍ୟକ୍ତି, ଅପରାଧୀ ମନୁଷ୍ୟ; ସେ ଏକଗୁୟାଁ ମୁଖ କରି ଚାଲେ;
Odia Bible ERV 2004 (ପବିତ୍ର ବାଇବଲ)
ପାପାଧମ ବ୍ୟକ୍ତି ପାପାଧମ ବ୍ୟକ୍ତି, ଅପରାଧୀ ମନୁଷ୍ୟ ସର୍ବଦା ମିଥ୍ୟା କଥା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବେଲିଆଲ୍ ସନ୍ତାନ, ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ;
Odia IRV 2017 (ଓଡିଆ ବାଇବେଲ)
ବେଲିଆଲ୍ ସନ୍ତାନ, ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ;