Proverbs 6:13 — Compare Translations

5 translations compared side by side

Odia - 1840
"ସେ ଆଖି ରେ ଠା ରେ, ସେ ଗୋଡ଼ ରେ ଓ ଅଙ୍ଗୁଳି ଦ୍ବାରା ସଙ୍କତେ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆକ୍ଷିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ଵାରା ସଙ୍କେତ କରେ;
Odia Bible ERV 2004 (ପବିତ୍ର ବାଇବଲ)
ସେ ଆଖିରେ ଠାରେ, ସେ ଗୋଡ଼ରେ ଓ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ;
Odia IRV 2017 (ଓଡିଆ ବାଇବେଲ)
ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ;